Site icon ଆଜିକାଲି

ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶାର ବରପୁତ୍ରଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସାଧାରଣ ଆଦିବାସୀ ଜନତାଙ୍କ ହକ୍ ଓ ଅଧିକାରର ସୁରକ୍ଷା ସହ ଦେଶର ସ୍ୱାଧୀନତା ସଂଗ୍ରାମରେ ବୀର ସୁରେନ୍ଦ୍ର ସାଏ ଦେଖାଇଥିବା ପରାକ୍ରମ ଚିରସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version