Site icon ଆଜିକାଲି

୧୫ ଅକ୍ଟୋବର ଶନିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ କିଛି ପରିବର୍ତ୍ତନ ଦେଖିବାକୁ ମିଳିବ। ଅଜଣା ଲୋକଙ୍କ ଉପରେ ଭରସା କରନ୍ତୁ ନାହିଁ ଭାଇଭଉଣୀଙ୍କ ବିବାହ ପ୍ରସ୍ତାବ ଲାଗି ପାରେ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୋର୍ଟ କଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ଭବିଷ୍ୟତ ପାଇଁ ଆପଣ ଧନ ସଞ୍ଚୟ କରିବେ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କ୍ୟାରିୟର ସମ୍ବନ୍ଧିତ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଆପଣ ନେଇ ପାରନ୍ତି। ଚାକିରି ଖୋଜୁଥିବା ଲୋକେ ଦୂର ସ୍ଥାନକୁ ଯାଇ ପାରନ୍ତି। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ବିଚାର କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାରର କୌଣସି ସଦସ୍ୟଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ପ୍ରାପ୍ତ ହେବ। ପରିବାରର ଦାୟିତ୍ଵକୁ ଆପଣ ସଠିକ ଢଙ୍ଗରେ ସମ୍ପନ୍ନ କରିବେ। ସଂପର୍କୀୟଙ୍କ ସହିତ ସମ୍ବନ୍ଧ ମଧୁର ରହିବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ଆପଣଙ୍କୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ। ଆପଣଙ୍କୁ ନିଜ କାର୍ଯ୍ୟ ଉପରେ ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟିକ କ୍ଷେତ୍ରରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ଆପଣ ଜନ କଲ୍ୟାଣ କାର୍ଯ୍ୟରେ ଯୋଗଦାନ କରିବେ। ବରିଷ୍ଠ ବ୍ୟକ୍ତି ଆପଣଙ୍କର ସମସ୍ତ ସମସ୍ୟା ଦୂର କରିବେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ। ଉଧାର ଦେଇଥିବା ଟଙ୍କା ସଠିକ ସମୟରେ ଆପଣ ଫେରସ୍ତ ପାଇବେ। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପୁରସ୍କାର ଦିଆଯିବ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିଛି। କାର୍ଯ୍ୟକ୍ଷେତ୍ରରେ ସମସ୍ୟାର ଅନ୍ତ ଯୋଗୁଁ ଆପଣ କାର୍ଯ୍ୟ ପ୍ରତି ଉତ୍ସାହିତ ରହିବେ। ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ। ବିବାହିତ ଲୋକଙ୍କ ଦାମ୍ପତ୍ୟ ଜୀବନରେ ସାମାନ୍ୟ ମତଭେଦ ସୃଷ୍ଟି ହୋଇପାରେ। ଆୟରେ ବୃଦ୍ଧି ହେବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କ୍ୟାରିୟରରେ ଆପଣ ଆଗକୁ ବଢ଼ିବେ। ଆପଣଙ୍କୁ ନିଜ ଚିନ୍ତାଧାରା ବଦଳାଇବା ଆବଶ୍ୟକ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ପରିବାରରେ ଆପଣଙ୍କୁ ସରପ୍ରାଇଯ ଦେଇ ପାରନ୍ତି।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ପିତାମାତାଙ୍କ ଆଶୀର୍ବାଦ ଆପଣଙ୍କ ଉପରେ ରହିବ। ବ୍ୟବସାୟରେ ଲାଭବାନ ହେବେ। ଅଚାନକ ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ବିରୋଧୀ ସକ୍ରିୟ ରହିବେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ସମ୍ପର୍କରେ ମଧୁରତା ଆସିବ। କଳା ଓ ସାହିତ୍ୟ କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ନିଜର ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଉତ୍ତମ ଅବସର ପ୍ରାପ୍ତ ହେବ। ଆପଣଙ୍କୁ ନିଜ ଦୈନନ୍ଦିନ କାର୍ଯ୍ୟକୁ ପରିବର୍ତ୍ତନ କରିବା ଆବଶ୍ୟକ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆପଣଙ୍କ ଘରକୁ କୌଣସି ଅତିଥିଙ୍କ ଆଗମନ ହୋଇପାରେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

Exit mobile version