Site icon ଆଜିକାଲି

୨୧ ଅକ୍ଟୋବର ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ସାହସରେ ବୃଦ୍ଧି ହେବ। ଅବିବାହିତ ଲୋକଙ୍କ ପାଇଁ ବିବାହର ପ୍ରସ୍ତାବ ଆସିପାରେ। ଆପଣଙ୍କୁ ନିଜ ଚିନ୍ତାଧାରା ସକାରାତ୍ମକ ରଖିବା ଆବଶ୍ୟକ, ଯାହାଦ୍ଵାରା ଆପଣ ସବୁ କ୍ଷେତ୍ରରେ ଲାଭ ପ୍ରାପ୍ତ କରିବେ। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସାଂସାରିକ ସୁଖରେ ବୃଦ୍ଧି ହେବ। ନୂତନ ବାହନ କ୍ରୟ କରି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ଲୋକେ ଆପଣଙ୍କୁ ଈର୍ଷା କରି ପାରନ୍ତି। ବିବାହିତ ଲୋକଙ୍କ ପାଇଁ ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କର ଭୌତିକ ସୁଖ ବୃଦ୍ଧି ହେବ। ବିଦ୍ୟାର୍ଥୀ ମାନଙ୍କୁ ମାନସିକ ରୂପରେ ସୁଦୃଢ ରହିବାର ଆବଶ୍ୟକତା ରହିଛି। ସଂପର୍କୀୟଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପୈତୃକ ସଂପତ୍ତିରୁ ଲାଭ ପ୍ରାପ୍ତ ହେବ। ଆପଣଙ୍କୁ ଘରର ସଫେଇ ଉପରେ ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବ୍ୟବସାୟରେ ଉନ୍ନତି କରିବେ। କାରବାର ମାମଲାରେ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ରଚନାତ୍ମକ କାର୍ଯ୍ୟରେ ଆପଣଙ୍କର ରୁଚି ବଢିବ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହିବେ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। କଳା ଓ ସାହିତ୍ୟ କ୍ଷେତ୍ରରେ ଆପଣଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ କରିବା ପାଇଁ ଅବସର ପ୍ରାପ୍ତ ହେବ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। ଜୀବନସାଥୀଙ୍କ ସହଯୋଗରେ ଆପଣ ନୂଆ ବ୍ୟବସାୟ ଆରମ୍ଭ କରିବେ। ଘରର ଖର୍ଚ୍ଚ ପ୍ରତି ସତର୍କ ରହିବେ। କୋର୍ଟ କଚେରୀ ମାମଲାରେ ଆପଣଙ୍କୁ ସଫଳତା ପ୍ରାପ୍ତି ହେବ। ଧନ ସମ୍ବନ୍ଧିତ ମାମଲାରେ ଆପଣ ଲାଭବାନ ହେବେ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟାପାର କ୍ଷେତ୍ରରେ ନୂତନ ଉପଲବ୍ଧି ହାସଲ କରିବେ। ପାରିବାରିକ ବ୍ୟବସାୟରେ କିଛି ମାନ୍ଦାବସ୍ଥା ଦେଖିବାକୁ ମିଳିବ। ଆପଣ ପୂର୍ବରୁ କରିଥିବା ଭୁଲ ଯୋଗୁଁ ବର୍ତ୍ତମାନ ଆପଣଙ୍କୁ ଭୋଗିବାକୁ ପଡିପାରେ। ଆପଣଙ୍କୁ ସବୁ କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ପରିବାରର କୌଣସି ସଦସ୍ୟଙ୍କୁ ଜାତୀୟ ପୁରସ୍କାର ମିଳିପାରେ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆଜି ଆପଣ ମାନସିକ ଓ ଶାରିରୀକ ରୂପରେ ସୁସ୍ଥ ରହିବେ। ଆୟରେ ବୃଦ୍ଧି ହେବ। ସମ୍ପର୍କୀୟଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟିକ ମାମଲାରେ ଆପଣଙ୍କ ଯୋଜନା ସଫଳ ରହିବ। ଧାର୍ମିକ କାର୍ଯ୍ୟକ୍ରମରେ ଆପଣ ଯୋଗଦାନ କରିବେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର କଠିନ ପରିଶ୍ରମ ଯୋଗୁଁ ଆପଣ ସଫଳତାର ଶୀର୍ଷକୁ ପହଞ୍ଚି ପାରିବେ। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ଧ୍ୟାନ ରଖିବାର ଆବଶ୍ୟକତା ରହିଛି। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ।

କୁମ୍ଭ ରାଶି :-ଆଜି ଆପଣଙ୍କୁ ମିଶ୍ରିତ ଫଳ ପ୍ରାପ୍ତି ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆଜି ଆପଣ ପ୍ରସନ୍ନ ରହିବେ। ସାମାଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଅଧିକ ଉପାର୍ଜନ କରିବା ପାଇଁ ଆପଣ ନୂତନ ପନ୍ଥା ଆପଣେଇ ପାରନ୍ତି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନ ପ୍ରାପ୍ତି ହେବାର ସୁଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଦେଖି ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ଆପଣଙ୍କୁ ଅନ୍ୟମାନଙ୍କ କଥା ମାନିବାର ଆବଶ୍ୟକତା ନାହିଁ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକେ ଆଶାନୁରୂପ ପଦୋନ୍ନତୀ ପ୍ରାପ୍ତ କରିବେ।

Exit mobile version