Site icon ଆଜିକାଲି

କୋଭିଡ କଟକଣାରେ ହେବ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଏଥର କୋଭିଡ କଟକଣାରେ ହେବ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଅନ୍ୟ ଦେଶରେ ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ଗଣଶିକ୍ଷା ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ଛାତ୍ରଛାତ୍ରୀଙ୍କୁ ଅପିଲ କରିଛନ୍ତି ମନ୍ତ୍ରୀ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପିଲାମାନଙ୍କୁ ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ସମୀର ଦାଶ କହିଛନ୍ତି ।

Exit mobile version