Site icon ଆଜିକାଲି

୨୫ ସେପ୍ଟେମ୍ବର ରବିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜିର ଦୈନନ୍ଦିନ ଜୀବନରେ ଆପଣ କିଛି ପରିବର୍ତ୍ତନ କରିବେ। ଘରୋଇ ଜୀବନରେ କୌଣସି ସମସ୍ୟା ଦେଖା ଦେଇପାରେ। ଜୀବନସାଥୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। କୋର୍ଟ କଚେରୀ ମାମଲାରେ ଆପଣଙ୍କୁ ସଫଳତା ମିଳିବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ବରିଷ୍ଠ ଅଧିକାରୀଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ନୂତନ ବାହନ କ୍ରୟ କରି ପାରନ୍ତି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ସଫଳତା ମିଳିବ। ଘରର ସଫେଇ ଭଲଭାବରେ କରନ୍ତୁ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଯଥା ଚିନ୍ତାରୁ ମୁକ୍ତି ମିଳିବ। ଆପଣଙ୍କ ଜୀବନରେ ଅନେକ କଠିନ ପରିସ୍ଥିତି ଉତ୍ପନ୍ନ ହେବ। ଆପଣଙ୍କୁ ଅଧିକ କ୍ରୋଧ କରିବାରୁ ବଞ୍ଚିତ ହେବା ଉଚିତ। କାର୍ଯ୍ୟସ୍ଥଳରେ ବରିଷ୍ଠ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। କାର୍ଯ୍ୟକ୍ଷେତ୍ରରେ ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ।ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହୋଇଯିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଯଦି ନୂତନ ଚାକିରି ପାଇଁ ଆବେଦନ କରିଛନ୍ତି, ତାହେଲେ ଖୁବ୍ ଶୀଘ୍ର ସୁଖଦ ସମାଚାର ମିଳିବ। ବ୍ୟାପାର କ୍ଷେତ୍ରରେ ଲାଭବାନ ହେବେ। କୌଣସି ସ୍ଥାନରେ ବୁଝି ବିଚାରି ନିବେଶ କରନ୍ତୁ। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ ଚାଲିଥିବା ଭୁଲ ବୁଝାମଣା ଦୂର ହୋଇଯିବ।ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି କାର୍ଯ୍ୟକୁ ପୂରଣ କରିବା ପାଇଁ ଆପଣ ଅଧିକ ଉତ୍ସାହିତ ରହିବେ। ମାର୍କେଟିଂ କ୍ଷେତ୍ରରେ ଜଡ଼ିତ ଲୋକେ ଆଶାନୁରୂପ ସଫଳତା ହାସଲ କରିବେ। ଭାଗ୍ୟ ଉପରେ ଭରସା ନକରି ନିଜ କର୍ମ କରି ଚାଲନ୍ତୁ।ଭାଇଭଉଣୀ ଆପଣଙ୍କୁ କୌଣସି କଥାରେ ବିରୋଧ କରି ପାରନ୍ତି।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି ଖୋଜୁଥିବା ଲୋକଙ୍କୁ ଆଶାନୁରୂପ ଚାକିରି ମିଳିଯିବ। ପରିବାରରେ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମର ଆୟୋଜନ ହୋଇପାରେ। ଅଫିସ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରି ପାରନ୍ତି। ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କୋର୍ଟ କଚେରୀ ମାମଲାରେ ଆପଣଙ୍କୁ ସଫଳତା ମିଳିବ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ସକାରାତ୍ମକ ପରିଣାମ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଉଥିଲେ ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବା ଆବଶ୍ୟକ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଆପଣ ନିଜ ବୁଦ୍ଧି ବିବେକ ପ୍ରୟୋଗ କରି କୌଣସି ନିଷ୍ପତ୍ତି ନିଅନ୍ତୁ। କାର୍ଯ୍ୟକ୍ଷେତ୍ରରେ କାର୍ଯ୍ୟ ଚାପ ବଢିପାରେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଜୀବନସାଥୀଙ୍କ ସହିତ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମ ଦେଖିବାକୁ ଯାଇ ପାରନ୍ତି। କୌଣସି ନୂଆ କାର୍ଯ୍ୟର ଆରମ୍ଭ ପାଇଁ ଏହି ସମୟ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। କୌଣସି ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। ବ୍ୟାପାର କରୁଥିବା ଲୋକଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବ। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଅଧିକ ଧନ ଉପାର୍ଜନ କରିବା ପାଇଁ ନୂତନ ସାଧନ ପ୍ରାପ୍ତ ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଭାଇଭଉଣୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଆପଣଙ୍କୁ ଅଯଥା କଥାକୁ ନେଇ ଅଧିକ ଚିନ୍ତିତ ରହିବା ଉଚିତ ନୁହେଁ, ପରିସ୍ଥିତି ଆପେ ଆପେ ସୁଧୁରି ଯିବ। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ।

Exit mobile version