Site icon ଆଜିକାଲି

ରାଜ୍ୟରେ ଗ୍ରାହକଙ୍କୁ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ : ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଗ୍ରାହକଙ୍କୁ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ। ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଉତ୍ତର ରଖିଛନ୍ତି ।

ମନ୍ତ୍ରୀ କହିଛନ୍ତି, ବର୍ଷକରେ ପ୍ରାୟ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ଜଣାପଡିଛି । ଯାଞ୍ଚ ସମୟରେ ୩୭୦ ପେଟ୍ରୋଲ ପମ୍ପ ଠକିଥିବା ବେଳେ ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ, ୧୦୧ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି।

Exit mobile version