Site icon ଆଜିକାଲି

୬ ଆଇପିଏସ ଅଧିକାରୀଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର – ରାଜ୍ୟର ୬ ଆଇପିଏସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ସେମାନଙ୍କୁ ଡିଆଇଜି ପାହ୍ୟାକୁ ଉନ୍ନୀତ କରିଛନ୍ତି ରାଜ୍ୟ ସରକାର। ଏ ସମ୍ପର୍କିତ ବିଜ୍ଞପ୍ତି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଛି। ପଦୋନ୍ନତି ପାଇଥିବା ଆଇପିଏସ ଅଧିକାରୀମାନେ ହେଲେ ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, ଡକ୍ଟର କନୱର ବିଶାଲ ସିଂହ, ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ କେ.ସୁବ୍ରମଣି ।

Exit mobile version