Site icon ଆଜିକାଲି

୭୪୦ ଗୋଲାପର ବାଲୁକା କଳାରେ ରାଣୀ ଏଲିଜାବେଥଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ : ୯୬ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି ବ୍ରିଟେନ୍‌ ରାଣୀ ଏଲିଜାବେଥ ଦ୍ବିତୀୟ । ରାଣୀ ଏଲିଜାବେଥଙ୍କ ମୃତ୍ୟୁରେ ସମଗ୍ର ବିଶ୍ୱ ଶୋକ ବ୍ୟକ୍ତ କରିଛି । ଏହି ପରିପ୍ରେକ୍ଷୀରେ ବାଲୁକା ଚିତ୍ରକଳାରେ ଏଲିଜାବେଥ ଦ୍ବିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ବାଲୁକା ଚିତ୍ରକଳା ନିର୍ମାଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

Exit mobile version