ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେଡି ଛାଡିଥିବା ସୋର ବିଧାୟକ ପର୍ଶୁରାମ ଧଡା ବିଜିପିରେ ଯୋଗଦେଇଛନ୍ତି । ସେ ନିଜର ବହୁ ନେତା ଓ କର୍ମୀଙ୍କ ସହ ଆନୁଷ୍ଠାନିକଭାବେ ଦଳରେ ସାମିଲ ହୋଇଛନ୍ତି । ଦଳରେ ସାମିଲ ହେବାପରେ ପର୍ଶୁରାମ ଧଡ଼ା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଦୀର୍ଘ ୧୦ବର୍ଷ ପରେ ଘରକୁ ଫେରିବାର ବିଜେପି ସୁଯୋଗ ଦେଇଥିବାରୁ ଧନ୍ୟବାଦ ଜଣାଉଛି ।... Read More