– ଆକାଂକ୍ଷୀ ଜିଲା ଭଳି ୫୦୦ ବ୍ଲକ ହେବ ଆକାଂକ୍ଷୀ ବ୍ଲକ
– ପ୍ରଧାନମନ୍ତ୍ରୀ ଅବଲୁପ୍ତପ୍ରାୟ ଜନଜାତି ଉନ୍ନୟନ ମିଶନ ଆରମ୍ଭ ହେବ । ମିଶନ ପାଇଁ ୩ ବର୍ଷରେ ଖର୍ଚ୍ଚ ହେବ ୧୫ ହଜାର କୋଟି ଟଙ୍କା
– ଏକଲବ୍ୟ ସ୍କୁଲ ପାଇଁ ୩୮,୮୦୦ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ
– ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ଖର୍ଚ୍ଚ ହେବ ୭୯ ହଜାର କୋଟି.
– କ୍ୟାପିଟାଲ ଇନଭେଷ୍ଟମେଣ୍ଟ ୧୦ ଲକ୍ଷ କୋଟିକୁ ବୃଦ୍ଧି ଘୋଷଣା
– ଭିତ୍ତିଭୂମି ପାଇଁ ରାଜ୍ୟମାନଙ୍କୁ ସୁଧ ମୁକ୍ତ ଋଣ ଆଉ ବର୍ଷେ ବୃଦ୍ଧି
-ସହରାଞ୍ଚଳ ବିକାଶ ପାଇଁ ଅର୍ବାନ୍ ଇନ୍ଫ୍ରା ଫଣ୍ଡର ଘୋଷଣା । ଅର୍ବାନ୍ ଇନ୍ଫ୍ରା ଫଣ୍ଡ୍ ପାଇଁ ୧୦ ହଜାର କୋଟିର ବ୍ୟବସ୍ଥା ..
– ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ପାଇଁ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ
୫୦ଟି ନୂଆ ଏୟାରପୋର୍ଟ,ହେଲି ପୋର୍ଟ ପ୍ରତିଷ୍ଠା କରାଯିବ..
-କେୱାଇସି ବ୍ୟବସ୍ଥାର ହେବ ଅଧିକ ସରଳୀକରଣ
– ଫେଜ୍ ୩ ଇ-କୋର୍ଟ ବ୍ୟବସ୍ଥା ପାଇଁ ବଜେଟ୍ରେ ୭ ହଜାର କୋଟି..
୫-ଜିର ବିକାଶ ପାଇଁ ଇଂଜିନିୟରିଂ ଇନଷ୍ଟିଚ୍ୟୁଟରେ ହେବ ୧୦୦ ଲ୍ୟାବ୍
– ହାଇଡ୍ରୋଜେନ୍ ଇନ୍ଧନକୁ ପ୍ରୋତ୍ସାହନ ପାଇଁ ୯୭୦୦ କୋଟି ବ୍ୟବସ୍ଥା