ମେଷ: କୌଣସି ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଠିକ୍ ହେବ । ବିଚାର କରି କାମ କରିବେ, ନଚେତ ସମସ୍ୟା ହୋଇପାରେ । ମା ’ଙ୍କ ସହ ଠିକ୍ ଭାବେ କଥାବାର୍ତ୍ତା କରିବେ । ନହେଲେ ଝଗଡା ହେବାର ସମ୍ଭାବନା ରହିଛି । ଛାତ୍ରଛାତ୍ରୀ ପଢାପଢିରେ ଧ୍ୟାନ ଦେବା ଜରୁରୀ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଠିକ୍ ରହିବ ।
ବୃଷ: ବ୍ୟବସାୟର କିଛି ନୂଆ ଉପାୟ ଭାବିବେ । ଅର୍ଥ ପାଇଁ ଅଳ୍ପ ଚିନ୍ତିତ ରହିବେ । ନହେଲେ ଝଗଡା ହେବାର ସମ୍ଭାବନା ରହିଛି । ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କିଛି ନୂଆ ଲୋକଙ୍କ ସହ ଜଡିତ ହେବେ । ଧାର୍ମିକ କାର୍ଯ୍ୟରେ ଆସ୍ଥା ବଢିବ । ଆପଣ ନିଜ ଖର୍ଚ୍ଚକୁ ନେଇ ଚିନ୍ତିତ ରହିବେ ।
ମିଥୁନ: ଦିନଟି ଠିକ୍ ଠାକ ରହିବ । ବ୍ୟବସାୟର କିଛି ନୂଆ ଉପାୟ ଭାବିବେ । ଅର୍ଥ ପାଇଁ ଅଳ୍ପ ଚିନ୍ତିତ ରହିବେ । କୌଣସି ଅଜଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଠିକ୍ ହେବ । ଦାନ ଧର୍ମରେ ଅଧିକ ରୁଚି ରହିବ । ଶୁଭ ଖବର ମିଳିବ । ଖର୍ଚ୍ଚ କମ୍ କରିବାକୁ ପଡିବ, ନଚେତ୍ ସମସ୍ୟା ହୋଇପାରେ । ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲିବେ ।
କର୍କଟ: ଦିନଟି ଆପଣଙ୍କ ଭାଗ୍ୟ ଦୃଷ୍ଟିକୋଣରୁ ଉତ୍ତମ ରହିବ । ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କିଛି ନୂଆ ଲୋକଙ୍କ ସହ ଜଡିତ ହେବେ । ଧାର୍ମିକ କାର୍ଯ୍ୟରେ ଆସ୍ଥା ବଢିବ । ଘର କାମ ପୂରା କରିବାରେ ପରିବାର ସଦସ୍ୟ ସାହାଯ୍ୟ କରିବେ । ଆପଣ ନିଜ ଖର୍ଚ୍ଚକୁ ନେଇ ଚିନ୍ତିତ ରହିବେ ।
ସିଂହ: କାହାସହ କଥା ହେବା ସମୟରେ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ଆଣିବାକୁ ଚେଷ୍ଟା କରିବେ । ଆପଣ ଅନ୍ୟ କାହା ଉପରେ ନିଜର ପ୍ରଭାବ ପକାଇବା ପାଇଁ ପ୍ରୟାସ କରିବେ । ନିଜ ଆଖପାଖର ଲୋକେ କୌଣସି କାର୍ଯ୍ୟରେ ବିରୋଧ କରିବେ । ପରିବାର ଲୋକଙ୍କ ପୂର୍ଣ୍ଣ ସମର୍ଥନ ମିଳିବ ।
କନ୍ୟା: ବ୍ୟବସାୟିକ ଯୋଜନା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ ପଡିବ । ସମସ୍ତଙ୍କ ସହ ମିଳିମିଶି କାର୍ଯ୍ୟ କରିବେ । ମା’ଙ୍କ ସ୍ୱାସ୍ଥ୍ୟ ବିଗିଡିପାରେ, ସେଥିପାଇଁ ସାବଧାନ ରହିବାକୁ ପଡିବ । ମା ’ଙ୍କ ସହ ଠିକ୍ ଭାବେ କଥାବାର୍ତ୍ତା କରିବେ । ନହେଲେ ଝଗଡା ହେବାର ସମ୍ଭାବନା ରହିଛି । ଧନ ଲାଭ ହୋଇପାରେ । ସ୍ୱାସ୍ଥ୍ୟ ଠିକ୍ ରହିବ ।
ତୁଳା: ଛାତ୍ରଛାତ୍ରୀଙ୍କର ପଢାପଢିରେ ମନ ଲାଗି ରହିବ । କିଛି ନୂଆ ପଦ୍ଧତିରେ କାମ ଆରମ୍ଭ କରିବା ଠିକ୍ ହେବ । କୌଣସି କାମ ସମୟ ମଧ୍ୟରେ ପୂରା ହୋଇଯିବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ ରହିବ । ଆର୍ଥିକ ସ୍ଥିତି ସୁଦୃଢ ହେବ । କଳା କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ ।
ବିଛା: କୌଣସି ପ୍ରକାରର ବିବାଦରୁ ବଞ୍ଚିବା ପାଇଁ ଚେଷ୍ଟା କରିବେ । ମନରେ ନୂଆ ନୂଆ ବିଚାର ଆସିବ । କିଛି ନୂଆ କାମ ଆରମ୍ଭ କରିବା ପାଇଁ ଯୋଜନା କରିବେ । ଆୟ ବୃଦ୍ଧି ହେବ । ବାସନ ବିକ୍ରି କରୁଥିବା ଲୋକମାନଙ୍କୁ ଭଲ ଲାଭ ମିଳିବାର ସମ୍ଭାବନା ରହିଛି । କିଛି କାମରେ ବିଳମ୍ବ ହୋଇପାରେ । ନିଜ ଆଖପାଖର ପ୍ରତ୍ୟେକ ଜିନିଷ ଉପରେ ଧ୍ୟାନ ଦିଅନ୍ତୁ।
ଧନୁ: ଦାନ ଧର୍ମରେ ଅଧିକ ରୁଚି ରହିବ । ଖର୍ଚ୍ଚ କମ୍ କରିବାକୁ ପଡିବ, ନଚେତ୍ ସମସ୍ୟା ହୋଇପାରେ । ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲିବେ । ଭାବିଚିନ୍ତି କାମ କରିବା ଦ୍ୱାରା ବ୍ୟବସାୟରେ ଲାଭ ମିଳିପାରେ । ପଢାପଢିରେ ଛାତ୍ରଛାତ୍ରୀମାନେ ଆଗକୁ ବଢିବେ । ମାନସିକ ସ୍ଥିତି ଠିକ୍ ରହିବ । ଅନେକ ଶୁଭ ଖବର ମିଳିପାରେ ।
ମକର: ହଠାତ୍ ଖୁସି ଖବର ମିଳିବ । ଆପଣ କିଛି ଘରର ଜିନିଷ କିଣିବେ । ମାତାପିତା ପିଲାଙ୍କ ପାଠପଢାରେ ସାହାଯ୍ୟ କରିବେ । ଲଭ୍ମେଣ୍ଟ୍ଙ୍କ ପାଇଁ ଦିନଟି ଭଲ । ବୈବାହିକ ଜୀବନରେ ନୂଆ ନୂଆ ଖୁସି ଆସିବ । ବ୍ୟବସାୟର କିଛି ନୂଆ ଉପାୟ ଭାବିବେ । ଅର୍ଥ ପାଇଁ ଅଳ୍ପ ଚିନ୍ତିତ ରହିବେ ।
କୁମ୍ଭ: କୌଣସି କାମରୁ ଲାଭ ମିଳିବ । ଠିକ୍ ଭାବେ କାମ କରିବା ଦ୍ୱାରା ସଫଳତା ମିଳିବ । ଛାତ୍ରଛାତ୍ରୀ ପଢାପଢିରେ ଧ୍ୟାନ ଦେବା ଜରୁରୀ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଠିକ୍ ରହିବ । ଜୀବନସାଥିଙ୍କ ସହ ତାଳମେଳ ଭଲ ରହିବ । ଲଭ୍ମେଣ୍ଟ୍ଙ୍କୁ ହଠାତ୍ ଉପହାର ମିଳିବ । ପିଲାମାନଙ୍କଠାରୁ ଖୁସି ମିଳିବ । ଅଫିସ୍ରେ ଅନେକ ଗୁରୁତ୍ୱପୂର୍ଣ୍ଣ କାମ କରିବେ ।
ମୀନ: ଆଜି ଆପଣଙ୍କୁ ଦେବାନେବା କାମରେ ସାବଧାନ ରହିବାକୁ ପଡିବ । ପରିବାର ଲୋକଙ୍କ ପୂର୍ଣ୍ଣ ସମର୍ଥନ ମିଳିବ । ଆପଣ ଅନ୍ୟ କାହା ଉପରେ ନିଜର ପ୍ରଭାବ ପକାଇବା ପାଇଁ ପ୍ରୟାସ କରିବେ । ନିଜ ଆଖପାଖର ଲୋକେ କୌଣସି କାର୍ଯ୍ୟରେ ବିରୋଧ କରିବେ । ବ୍ୟବସାୟରେ ଆଗକୁ ଯାଇପାରନ୍ତି ।