ଭୁବନେଶ୍ବର: ନିର୍ବାଚନ ପରିଚାଳନାରେ ରହିଥିବା କର୍ମଚାରୀ ଓ ମତଦାତାଙ୍କ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟ ଜିଲାରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ ପକ୍ଷରୁ ଏୟାର ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି। ଏହା ମଇ ୧୨ରୁ ମଇ ୨୦ ତାରିଖ ପର୍ଯ୍ୟନ୍ତ ନିୟୋଜିତ ରହିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ଆବଶ୍ୟକତା ଅନୁଯାୟୀ ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଏହା ଯୋଗେ ଏୟାର ଲିଫ୍ଟ କରାଯିବ ବୋଲି ଶ୍ରୀ ଧଳ ପ୍ରକାଶ କରିଛନ୍ତିା
May 12, 2024
0 Comment
96 Views
ନିର୍ବାଚନ ପରିଚାଳନାରେ ରହିଥିବା କର୍ମଚାରୀ ଓ ମତଦାତାଙ୍କ ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ନିୟୋଜିତ ହେବ ଏୟାର ଆମ୍ବୁଲାନ୍ସ
by Editor