ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବୁଧବାର ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି । ଘୂର୍ଣ୍ଣିବଳୟ ପ୍ରଭାବରେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସହ ବର୍ଷା ହୋଇପାରେ । ବାତ୍ୟା ଆକଳନ ହୋଇନି,ଏଲିନୋ ସକ୍ରିୟ ନାହିଁ, ଲାଲିନା ଚାଲିଛି। ଏଥର ଶୀତ କେମିତି ରହିବ ତାହା ଆକଳନ ହୋଇନି ବୋଲି ଆଇଏମଡି ଡିଜି କହିଛନ୍ତି।
October 2, 2024
0 Comment
40 Views
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୪ରୁ ବର୍ଷା
by Editor