ନୂଆଦିଲ୍ଲୀ : ମେଘାଳୟର ତୁରାରେ ଗୁରୁବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୂମିକମ୍ପ ସକାଳ ୩ଟା ୪୬ ସମୟରେ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ଥିଲା। ଭୂମିକମ୍ପର ଗଭୀରତା ୫ କିମି ରହିଥିଲା। ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଏହି ଭୂମିକମ୍ପ ତୁରା ଠାରୁ ୩୭ କିମି ଦୂର ଉତ୍ତର-ପୂର୍ବରେ ହୋଇଥିଲା।
November 24, 2022
0 Comment
261 Views
ମେଘାଳୟରେ ଭୂମିକମ୍ପ ଝଟକା
by Editor