Site icon ଆଜିକାଲି

ଏନଏସି ଓ ସିଏଚସି ଦାବିରେ ୪୮ ଘଣ୍ଟିଆ ପାଇକମାଳ ବନ୍ଦ ଡାକରା

ବରଗଡ଼ : ୪୮ ଘଣ୍ଟିଆ ପାଇକମାଳ ବନ୍ଦ । ପାଇକମାଳକୁ ବିଜ୍ଞାପିତ ପରିଷଦ ଅଞ୍ଚଳ ଦାବି ଓ ହସ୍ପିଟାଲକୁ ସିଏଚସି କରିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି । ତାଙ୍କର ଏହି ଦାବି ଯଦି ନ ପୂରଣ ନହୁଏ ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିକ୍ଷୋଭକାରୀ । ପୂର୍ବରୁ ଦୁଇଦିନ ହେବ ଧାରଣାରେ ବସିଥିଲେ ପାଇକମାଳର ଜନ ସାଧାରଣ । ତେବେ କେହି ନଶୁଣିବାରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଛି ।

Exit mobile version