ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ । ଲକ୍ଷ୍ମୀସାଗର କଦଳୀଗୋଦାମ ଅଞ୍ଚଳରେ ଏହି ଘଟଣା ଘଟିଛି । ଆହତ ବ୍ୟକ୍ତି ଜଣଙ୍କ ହେଲେ ଶେଖ ଅବଦୁଲ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଶୁକ୍ରବାର ରାତିରେ କୌଣସି କଥାକୁ ନେଇ ଅବଦୁଲ ସହ ଆଦିତ୍ୟଙ୍କ ପରିବାର ଲୋକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ସମୟରେ ଆଦିତ୍ୟ ଏକ ଛୁରି ଆଣି ଅବଦୁଲକୁ ଭୁସି ଦେଇଥିଲେ। ଖବର ପାଇ ଲକ୍ଷ୍ମୀସାଗର ଥାନା ପୁଲିସ ପହଞ୍ଚି ଆଦିତ୍ୟଙ୍କୁ ଅଟକ ରଖି ପଚରାଉଚରା କରୁଛି।

September 3, 2022
0 Comment
320 Views
ରାଜଧାନୀରେ ଛୁରାମାଡ, ଜଣେ ଗୁରୁତର
by Editor 02
ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ । ଲକ୍ଷ୍ମୀସାଗର କଦଳୀଗୋଦାମ ଅଞ୍ଚଳରେ ଏହି ଘଟଣା ଘଟିଛି । ଆହତ ବ୍ୟକ୍ତି ଜଣଙ୍କ ହେଲେ ଶେଖ ଅବଦୁଲ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଶୁକ୍ରବାର ରାତିରେ କୌଣସି କଥାକୁ ନେଇ ଅବଦୁଲ ସହ ଆଦିତ୍ୟଙ୍କ ପରିବାର ଲୋକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ସମୟରେ ଆଦିତ୍ୟ ଏକ ଛୁରି ଆଣି ଅବଦୁଲକୁ ଭୁସି ଦେଇଥିଲେ। ଖବର ପାଇ ଲକ୍ଷ୍ମୀସାଗର ଥାନା... Read More