Site icon ଆଜିକାଲି

ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ

ସମ୍ବଲପୁର : ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ବନ୍ଦ। ଗୋଟିଏ ବର୍ଷ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ଆସି ବସିଥିବା ଶାନ୍ତି କମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଉଛି। ଆଗକୁ ମହରମ ଓ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଉପରେ ଏହି କଟକଣା ଲଗା ଯାଇଥିବା ସମ୍ବଲପୁର ଏସପି ମୁକେଶ ଭାମୁ ସୂଚନା ଦେଇଛନ୍ତି।

Exit mobile version