Site icon ଆଜିକାଲି

ନୂଆ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ବିକ୍ରମ ଅର୍ଥ ମନ୍ତ୍ରୀ, ସୁଦାମଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ, ଶାରଦା ହେଲେ ଶ୍ରମ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ମନ୍ତ୍ରିମଣ୍ଡଳରେ ଆଜି ସାମିଲ ହୋଇଥିବା ତିନି ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥମନ୍ତ୍ରୀ ପଦ ଦିଆଯାଇଛି । ସେହିପରି ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଦାୟିତ୍ୱ ଦିଆଯାଇଥିବା ବେଳେ ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ୱ ଦିଆଯାଇଛି। ଆଜି ତିନି ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।

Exit mobile version