ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଚଡେଇପଙ୍କ ମହାନଦୀ ଘାଟରେ ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର । ଭାସୁଥିବା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଉଲୁଣ୍ଡା ଓ ବିନିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ପୋଲିସ ପହଞ୍ଚିବା ପରେ ବିନିକା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ବ୍ୟକ୍ତିର ପରିଚୟ ଜଣାପଡିନି । ତେବେ କିଭଳି କାହିଁକି ଏଠାକୁ ଆସିଲା ମୃତଦେହ ତାହା ଜଣାପଡିନି । ପ୍ରକୃତରେ ଏହା ହତ୍ୟା ନା ଆତ୍ମହତ୍ୟା ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ ସ୍ପଷ୍ଟ କରିଛି ।

October 7, 2022
0 Comment
327 Views
ମହାନଦୀ ଘାଟରେ ଭାସୁଛି ଅଜଣା ମୃତଦେହ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଚଡେଇପଙ୍କ ମହାନଦୀ ଘାଟରେ ଅଜଣା ବ୍ୟକ୍ତିର ମୃତଦେହ ଉଦ୍ଧାର । ଭାସୁଥିବା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଉଲୁଣ୍ଡା ଓ ବିନିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ପୋଲିସ ପହଞ୍ଚିବା ପରେ ବିନିକା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ବ୍ୟକ୍ତିର ପରିଚୟ ଜଣାପଡିନି । ତେବେ... Read More