ଭୁବନେଶ୍ବର : ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ପୁଣି ଥରେ ୧୦୦ ତଳକୁ ହିଁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୨ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଅଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ , ବରଗଡ଼ରୁ ୩ , ଭଦ୍ରକରୁ ୧, କଟକରୁ ୧୦ , ଦେବଗଡରୁ୨, ଢେଙ୍କାନାଳରୁ ୧, ଗଞ୍ଜାମରୁ ୩ , ଯାଜପୁରରୁ ୩, ଝାରସୁଗୁଡ଼ାରୁ , କଳାହାଣ୍ଡିରୁ ୨, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୧୩, ମୟୂରଭଞ୍ଜରୁ ୧ , ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨ , ନୂଆପଡ଼ାରୁ ୩ , ପୁରୀରୁ ୧୧, ରାୟଗଡ଼ାରୁ ୨, ସମ୍ବଲପୁରରୁ ୩ , ସୁନ୍ଦରଗଡ଼ରୁ ୧୪ ଓ ଷ୍ଟେଟପୁଲରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୬୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

October 8, 2022
0 Comment
289 Views
ରାଜ୍ୟରେ ଆଉ ୮୨ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ପୁଣି ଥରେ ୧୦୦ ତଳକୁ ହିଁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୨ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଅଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧... Read More