Site icon ଆଜିକାଲି

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଅନୁପମ ଖେର, ଉଦିତ ନାରାୟଣ

ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଅଭିନେତା ଅନୁପମ ଖେର। ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲାପରେ ଅନୁପମ ଭୁବନେଶ୍ଵର ଆସିଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ସମୟରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ଗାୟକ ଉଦିତ ନାରାୟଣ ଓ ତାଙ୍କ ପତ୍ନୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

Exit mobile version