Site icon ଆଜିକାଲି

ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ଭାବେ ପୁନଃ ନିର୍ବାଚିତ


ଭୁବନେଶ୍ୱର : ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ୍ ର ସଭାପତି ଭାବେ ପୁନଃ ନିର୍ବାଚିତ ହୋଇଛନ୍ତି । ତାଙ୍କୁ ୮୧ ଦଶମିକ ୫ ପ୍ରତିଶତ ଭୋଟ ମିଳିଛି । ଉପସଭାପତି ଭାବେ ମହେନ୍ଦ୍ର ଗୁପ୍ତା ନିର୍ବାଚିତ ହୋଇଛନ୍ତି।
ଦିଲ୍ଲୀପ ରାଉତରାୟ ସଂପାଦକ ଓ ଅଶୋକ ମିଶ୍ର ଯୁଗ୍ମ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ଗତକାଲି ଭୁବନେଶ୍ୱର କ୍ଲବର ବିଭିନ୍ନ ପଦପଦବୀ ପାଇଁ ଭୋଟ ଗ୍ରହଣ ହୋଇଥିଲା।

Exit mobile version