0 Comment
କେନ୍ଦୁଝର, ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ସମଗ୍ର ରାଜ୍ୟର ଶିକ୍ଷାନୁଷ୍ଠାନ ମାନଙ୍କରେ ‘ନୂଆ-ଓ’ ଯୋଜନା ମାଧ୍ୟମରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଧରଣୀଧର ଭେଷଜ ମହାବିଦ୍ୟାଳୟରେ ଚଳିତମାସ ୭ ତାରିଖରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଡିନ୍ ପ୍ରଫେସର ଡାକ୍ତର ଚିନ୍ମୟୀ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମହାବିଦ୍ୟାଳୟ... Read More