0 Comment
କେନ୍ଦୁଝର, (ବ୍ରଜକିଶୋର ରାୟ) କେନ୍ଦୁଝର ଜିଲ୍ଲାର ଯୋଡା ବ୍ଲକ ଅନ୍ତର୍ଗତ ଗୁଆଲି ଅଞ୍ଚଳର ଛାତ୍ର ଛାତ୍ରୀ ମାନଙ୍କ କ୍ୟାରିୟରରେ ମାର୍ଗଦର୍ଶନ ପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସଏଫ) ତରଫରୁ ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ନିକଟରେ ଆୟୋଜିତ ହୋଇଯାଇଛି। ଏନଆଇଆଇଟି ଗୁଆଲି ସହଭାଗିତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗୁଆଲି, ଲୋଇଡାପଡା ଏବଂ ମାଲଦା ପଞ୍ଚାୟତର ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ୪୯ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ବୃତ୍ତିଗତ ବିଭାଗରୁ ଆସିଥିବା ବରିଷ୍ଠ ବ୍ୟକ୍ତି ମାନେ ଏହି... Read More