0 Comment
କେନ୍ଦୁଝର, କେନ୍ଦୁଝର ଜିଲ୍ଲା ଟ୍ରକ ମାଲିକ ସଂଘ ପକ୍ଷରୁ କେନ୍ଦୁଝର ଶୁଆକାଟି ସ୍ଥିତ ଓଏମସି ଗନ୍ଧମାର୍ଦ୍ଧନ ମାଇନ୍ସ ଠାରୁ ଗୁହାଳଡ଼ିହି ସାଇଡିଂ ପର୍ଯ୍ୟନ୍ତ ଟ୍ରେନ ଲାଇନ ପ୍ରକଳ୍ପ କୁ ବିରୋଧ କରି ଆଜି ସକାଳ ୬ ଟା ଠାରୁ ଆସନ୍ତାକାଲି ସକାଳ ୬ ଟା ପର୍ଯ୍ୟନ୍ତ ୨୪ ଘନ୍ଟିଆ କେନ୍ଦୁଝର ଜିଲ୍ଲା ବନ୍ଦ ଡାକରା ଦେଇଛି । ହେଲେ ଆମ୍ବୁଲାନ୍ସ,କ୍ଷୀର ଗାଡି,ଔଷଧ ଦୋକାନ ଆଦି ଜରୁରୀକାଳୀନ ସେବା କୁ ଏହି ବନ୍ଦ ରୁ ବାଦ ଦିଆଯାଇଛି ।... Read More