0 Comment
ଭୁବନେଶ୍ୱର : ଆସନ୍ତା ୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନ ହେବ। ଆଉ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନରେ ଓଡ଼ିଶାର ଅବଦାନ ମହତ୍ୱପୂର୍ଣ୍ଣ ରହିବ । ଓଡ଼ିଶା ପ୍ରଦେଶ ଗଠନର ୧୦୦ବର୍ଷ ପୂର୍ତ୍ତି ଅର୍ଥାତ୍ ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ସମୃଦ୍ଧ ରାଜ୍ୟରେ ପରିଣତ ହେବ ସେନେଇ ରାଜ୍ୟର ମୋହନ ମାଝୀ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଭିଜନ ଡକ୍ୟୁମେଂଟ ପ୍ରସ୍ତୁତି... Read More