0 Comment
କୁଚିଣ୍ଡା : ସଂକଟରେ ଗଜରାଜ । ରାଜ୍ୟରେ ପୁଣି ହାତୀ ମୃତ୍ୟୁ । ପୁଣି ୨ଟି ହାତୀର ମୃତଦେହ ଠାବ । ସମ୍ବଲପୁର ଜିଲା ବାମରା ବନଖଣ୍ଡ ବଡ଼ରମା ରେଞ୍ଜ ତିଲେଇମାଲ ପତ୍ରା ଜଙ୍ଗଲରୁ ଗୋଟିଏ ମାଈ ହାତୀ ଓ ଗୋଟିଏ ଦନ୍ତାହାତୀର ମୃତଦେହ ମିଳିଛି । ଖବରପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବଡ଼ରମା ରେଞ୍ଜ ଭୂତେଲ ସେକ୍ସନ ତିଲେଇମାଲ ନିକଟରେ ଗୋଟିଏ ଦନ୍ତା ଓ ଗୋଟିଏ ମାଇ ହାତୀ ପଡିଥିବାର... Read More