0 Comment
ଭୁବନେଶ୍ବର : ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା । କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଗାନ୍ଧୀ ଜୟନ୍ତୀରେ ଏକାମ୍ର ନିର୍ବାଚନ ମଣ୍ଡଳୀରୁ ଏହି ପଦଯାତ୍ରା ଆରମ୍ଭ ହେବ । ନଭେମ୍ବର ୨ ପର୍ଯ୍ୟନ୍ତ ଏକ ମାସବ୍ୟାପୀ ‘ଜନସମ୍ପର୍କ ପଦଯାତ୍ରା’ ଚାଲିବ । ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟରେ ଏହି ଯାତ୍ରା ଆରମ୍ଭ ହେବ । ଏହାସହ ଜନସେବା ଆଭିମୁଖ୍ୟକୁ ଆହୁରି ବ୍ୟାପକ... Read More