0 Comment
ଦୁବାଇ : ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ପକ୍ଷରୁ ପୁରୁଷ ଟି-୨୦ ମାନ୍ୟତା ପ୍ରକାଶ ପାଇଛି । ଏଥିରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଓ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ମାନ୍ୟତାରେ ଉନ୍ନତି ହୋଇଛି । ସୂର୍ଯ୍ୟକୁମାର ଜୀବନର ଶ୍ରେଷ୍ଠ ମାନ୍ୟତା ଦ୍ବିତୀୟ ସ୍ଥାନରେ ପହଞ୍ଚିନ୍ତି। ସୂର୍ଯ୍ୟକୁମାର ୮୦୧ ରେଟିଂ ପଏଣ୍ଟ ସହ ଦ୍ବିତୀୟ ସ୍ଥାନରେ ରହିଛନ୍ତି । ଭାରତୀୟ ଅଧିନାୟକ ରୋହିତ ଶର୍ମା ୧୪ତମ ସ୍ଥାନରୁ ୧୩ତମ ସ୍ଥାନରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ବିତୀୟ... Read More