0 Comment
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଆଜି ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬,୨୯୮ କରୋନା ମାମଲା ପଞ୍ଜିକୃତ ହୋଇଛି। ଏହି ସମୟ ମଧ୍ୟରେ ୫,୯୧୬ ଲୋକ ସଂକ୍ରମଣରୁ ମୁକ୍ତ ହୋଇଥିବାବେଳେ ୨୩ ଜଣଙ୍କର ମୃତ୍ୟୁ ଘଟିଛି। ଦେଶରେ କରୋନା ସକ୍ରିୟ ମାମଲା ସଂଖ୍ୟା ୪୬,୭୪୮ କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଦୈନିକ ପଜିଟିଭିଟି ହାର ୧.୮୯% ରହିଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ହେଉଛି... Read More