0 Comment
ଭୁବନେଶ୍ୱର : ନଭେମ୍ବରରେ ବଙ୍ଗୋପସାଗରେ ପୁଣି ଏକ ଘୂର୍ଣ୍ଣିବଳୟ ହେବାକୁ ଯାଉଛି । ଆସନ୍ତା ୭ ତାରିଖ ସୁଦ୍ଧା ଏହା ଲଘୁଚାପ ରୂପ ନେଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି । ସୂଚନା ଅନୁସାରେ, ଆସନ୍ତା ନଭେମ୍ବର ୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଉତ୍ତର ସୁମାତ୍ରା ପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ସେହି ସ୍ଥାନରେ ୨ରୁ ୩ ଦିନ ଯାଏ ରହିପାରେ ।... Read More