0 Comment
ଭୁବନେଶ୍ବର : ରାଜ୍ୟରେ ସ୍ବାସ୍ଥ୍ୟସେବା ବ୍ୟବସ୍ଥାରେ ଉନ୍ନତି ପାଇଁ ବ୍ୟାପକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଲୋକଙ୍କୁ ସହଜରେ ସ୍ବାସ୍ଥ୍ୟ ସେବା ଉପଲବ୍ଧ କରିବା ଏବଂ ଉପାନ୍ତ ଓ ଦୁର୍ଗମ ଅଞ୍ଚଳରେ ଥିବା ଅସୁବିଧାକୁ ଦୂର କରିବା ପାଇଁ ଆଗାମୀ ଦିନରେ ୩୩୮ଟି ଉପଖଣ୍ଡ ଡାକ୍ତରଖାନା, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର -ସିଏଚ୍ସି ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର -ପିଏଚ୍ସି ନିର୍ମାଣ କରିବେ ରାଜ୍ୟ ସରକାର । ରାଜ୍ୟ ସ୍ବାସ୍ଥ୍ୟ ଓ... Read More