0 Comment
ଭୁବନେଶ୍ୱର : ସରକାରୀ ଯୋଜନା ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚାଇବା ସହିତ ନିର୍ଦ୍ଧାରିତ ସମୟରେ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟ ଶେଷ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି ଲକ୍ଷ୍ୟ ହାସଲ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ସ୍ୱରୂପ ରାଜ୍ୟ ସରକାର ୩୦ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲା ଦାୟିତ୍ୱ ପ୍ରଦାନ କରିଛନ୍ତି। ଆଇଏଏସ ଅଧିକାରୀମାନେ ମୁଖ୍ୟତଃ ଧାନ ସଂଗ୍ରହ ପ୍ରକ୍ରିୟା, କୋଭିଡ ପରିଚାଳନା, ଉନ୍ନୟନମୂଳକ ଯୋଜନା ଓ ପ୍ରକଳ୍ପର... Read More