0 Comment
ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥି ସହିତ ମୁଖ୍ୟମନ୍ତ୍ରୀ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ । ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ... Read More