0 Comment
ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ସାମାନ୍ୟ ବଢ଼ି ଥିଲେ ବି ଅଢ଼େଇ ହଜାର ତଳେ ରହିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨,୦୬୦ ନୂଆ କରୋନା ମାମଲା ରିପୋର୍ଟ ହୋଇଛି । ଏଥିସହ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୬,୩୦,୮୮୮ କୁ ବୃଦ୍ଧି ପାଇଛି । ଦିନକରେ ଆଉ ୧୦ ଜଣ ରୋଗୀ ପ୍ରାଣ ହରାଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୫,୨୮,୯୦୫କୁ ବୃଦ୍ଧି... Read More