0 Comment
ଭୁବନେଶ୍ବର : ବହୁଚର୍ଚ୍ଚିତ ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ତୁରନ୍ତ ତଦନ୍ତ ରିପୋର୍ଟ ଦେବାକୁ ଉଚ୍ଚଶିକ୍ଷା ବିଭାଗ ସଚିବ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ଆଜି ସୁଦ୍ଧା ବର୍ତ୍ତମାନର ଅନୁସନ୍ଧାନ ସ୍ଥିତି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚଶିକ୍ଷା ବିଭାଗ ସଚିବ ବିଷ୍ଣୁପଦ ସେଠୀ। ଏ ବର୍ଷ ଜୁଲାଇ ୨ ତାରିଖରେ ବିଜେବି କଲେଜର ଯୁକ୍ତ ୩ ପ୍ରଥମ ବର୍ଷ କଳା ଛାତ୍ରୀ ରୁଚିକା ମହାନ୍ତି କାରୁବାକୀ ଛାତ୍ରୀନିବାସରେ ଆତ୍ମହତ୍ୟା କରିଥିଲେ।... Read More