0 Comment
ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ କିଛିଦିନ ହେବ ବର୍ଷା ଜାରି ରହିଛି। ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଆଜି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା... Read More