0 Comment
ଭୁବନେଶ୍ୱର : ରାଜ୍ୟ ଜଳ ସଂପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଗୁରୁବାର ଆଭାସୀ ବୈଠକ ମାଧ୍ୟମରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ, ବନଖଣ୍ଡ ଅଧିକାରୀ ଏବଂ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବଲାଙ୍ଗିର ଜିଲ୍ଲାର ଲୋୟର ସୁକତେଲ, ବାଲେଶ୍ୱର ଜିଲ୍ଲାର ସୁବର୍ଣ୍ଣରେଖା ଓ ବାଙ୍କତିରା ଜଳସେଚନ ପ୍ରକଳ୍ପ ଏବଂ ମୟୂରଭଞ୍ଜ... Read More