0 Comment
ନୂଆଦିଲ୍ଲୀ : କେନ୍ଦ୍ର ସରକାର ଭାରତର ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତଙ୍କୁ ଚିଠି ଲେଖି ତାଙ୍କ ଉତ୍ତରାଧିକାରୀ ମନୋନୀତ କରିବାକୁ କହିଛନ୍ତି। ସୂଚନା ଅନୁଯାୟୀ ଏହି ଚିଠି ଶୁକ୍ରବାର ସକାଳେ ହିଁ ପଠାଯାଇଛି। ଜଷ୍ଟିସ ଉଦୟ ଉମେଶ ଲଲିତ ନଭେମ୍ବର ୮ରେ ଅବସର ନେଉଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଲଳିତଙ୍କ ପରେ ଜଷ୍ଟିସ୍ ଡିଓ୍ବାଇ ଚନ୍ଦ୍ରଚୂଡ ହେଉଛନ୍ତି ସୁପ୍ରିମକୋର୍ଟର ସବୁଠୁ ବରିଷ୍ଠ ବିଚାରପତି ଏବଂ ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ମୁଖ୍ୟ ଦାବିଦାର | ସାଧାରଣତଃ... Read More