0 Comment
ନୂଆଦିଲ୍ଲୀ : ଦିଲ୍ଲୀ ମଦ ନୀତିରେ ହୋଇଥିବା ଅନିୟମିତା ମାମଲାରେ ଆର୍ଥିକ ଦୁର୍ନୀତି ଅଭିଯୋଗରେ ଆଜି ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଦିଲ୍ଲୀ, ପଞ୍ଜାବ ଏବଂ ହାଇଦ୍ରାବାଦର ପ୍ରାୟ ୩୫ଟି ସ୍ଥାନରେ ଚଢ଼ାଉ କରିଛି । ଏ ସବୁ ରାଜ୍ୟରେ ଥିବା ମଦ କମ୍ପାନୀ, ବିତରଣକାରୀ ଓ ଯୋଗାଣ ବ୍ୟବସ୍ଥା ସହିତ ସମ୍ପୃକ୍ତ ଥିବା ବ୍ୟକ୍ତିବିଶେଷଙ୍କ ଘରେ ଯାଞ୍ଚ ଚାଲିଛି। ଚଢ଼ାଉକୁ ନେଇ ତୀବ୍ର ସମାଲୋଚନା କରିବା ସହ ଏହାକୁ ହୀନମନ୍ୟତା ବୋଲି କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ... Read More