0 Comment
ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ତଥା ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ବର୍ତମାନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ଠାରୁ ବର୍ଷାର ପରିମାଣ ବଢିବ । ବିଶେଷ କରି ୨ ତାରିଖରୁ ୫ ତାରିଖ ମଧ୍ୟରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ତେଣୁ ଦୁର୍ଗାପୂଜା ମାହୋଲକୁ ବର୍ଷା ଧୋଇନେଇପାରେ । ୫ ତାରିଖ ପରେ ବର୍ଷା ପରିମାଣ... Read More