0 Comment
ନୂଆଦିଲ୍ଲୀ : ଜାତିସଂଘ ସୁରକ୍ଷା ପରିଷଦରେ ରୁଷ ବିରୋଧରେ ଭୋଟିଂରୁ ବିରତ ରହିଲା ଭାରତ। ମାତ୍ର ୧୦ଟି ଦେଶ ନିନ୍ଦା ପ୍ରସ୍ତାବକୁ ସମର୍ଥନ କରିଥିଲେ। ୟୁକ୍ରେନର ୪ଟି ଅଞ୍ଚଳକୁ ରୁଷ ନିଜ ଦେଶରେ ମିଶାଇବା ବିରୋଧରେ ଆମେରିକା ପକ୍ଷରୁ ଜାତିସଂଘ ସୁରକ୍ଷା ପରିଷଦରେ ନିନ୍ଦା ପ୍ରସ୍ତାବ ଅଣାଯାଇଥିଲା। ଯାହାକୁ ଭାରତ, ଚୀନ ସମେତ ୪ଟି ଦେଶ ରୁଷ ବିରୋଧରେ ଏହି ଭୋଟିଂରୁ ଦୂରେଇ ରହିଛନ୍ତି। ରୁଷ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହୋଇଥିବାରୁ ନିନ୍ଦା ପ୍ରସ୍ତାବକୁ... Read More