0 Comment
ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବର୍ଷା । ଆସନ୍ତା ଦଶହରା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଫଳରେ ୨ ବର୍ଷ ପରେ ଧୁମ୍ଧାମ୍ରେ ପାଳିତ ହେବାକୁ ଯାଉଥିବା ଦୁର୍ଗାପୂଜା ମଜା ଏଥର ଫିକା ପଡ଼ିବ । ଆଜି ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଯାହା ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ।... Read More