0 Comment
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅପରାହ୍ଣ ୫:୩୦ ମିନିଟ ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଜାତୀୟ ଲଜିଷ୍ଟିକ୍ସ ନୀତି (ଏନଏଲପି)ର ଶୁଭାରମ୍ଭ କରିବେ । ଅନ୍ୟ ବିକଶିତ ଅର୍ଥବ୍ୟବସ୍ଥା ତୁଳନାରେ ଭାରତରେ ଲଜିଷ୍ଟିକ୍ସ ଖର୍ଚ୍ଚ ଅଧିକ ହୋଇଥିବା କାରଣରୁ ଦେଶରେ ଏକ ଜାତୀୟ ଲଜିଷ୍ଟିକ୍ସ ନୀତି ଆଣିବାର ଆବଶ୍ୟକତା ରହିଛି । ଭାରତରେ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବା ସହିତ ଉଭୟ ଘରୋଇ ଏବଂ ରପ୍ତାନି ବଜାରରେ ଭାରତୀୟ ଉତ୍ପାଦର ପ୍ରତିଦ୍ବନ୍ଦ୍ବିତାରେ ସୁଧାର... Read More