0 Comment
ଶ୍ରୀନଗର : ଜମ୍ମୁକାଶ୍ମୀର ବାରାମୂଳା ଜିଲା ବାନିଗାମବାଲା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ରାଜ୍ୟ ପୋଲିସ, ସିଆରପିଏଫ ଓ ଭାରତୀୟ ସେନାର ମିଳିତ ଅପରେସନ ପରେ ସୁରକ୍ଷାକର୍ମୀଙ୍କୁ ମିଳିଲା ସଫଳତା । ଆହୁରି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଛି । ଫଳରେ ଏବେବି ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବଳ । ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ସୁରକ୍ଷାକର୍ମୀ ଅପରେସନ ଆରମ୍ଭ କରିଥିଲେ ।... Read More