0 Comment
ଭୁବନେଶ୍ବର : ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ହେବା ସମ୍ଭାବନା ନାହିଁ । ତେଣୁ ଦିନ ତାପମାତ୍ରାରେ ବୃଦ୍ଧି ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବାର ଚେତାବନୀ ମଧ୍ୟ ଜାରି କରାଯାଇଛି। ୧୭ ତାରିଖ ପର୍ଯ୍ୟନ୍ତ କିଛି... Read More