0 Comment
ଭୁବନେଶ୍ୱର : ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ । ବିଶେଷ କରି ୧୭ ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ... Read More