0 Comment
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ପ୍ରଶାସନ ଓ ଜିଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆଜିି ଜିଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା ବ୍ଲକ ବ୍ୟତୀତ ଅନ୍ୟ ସମସ୍ତ ବ୍ଲକ ଅଞ୍ଚଳର ୩୯ଟି ବ୍ୟବସ୍ଥିତ ଟିକା କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ୍ୱ ବୟସର ହିତାଧିକାରୀଙ୍କ ସହ ଏଚ୍ସିଡବ୍ଲୁ/ଏଫଏଲଡବ୍ଲୁ ଏବଂ ୬୦ ବର୍ଷ ରୁ ଉର୍ଦ୍ଧ ସହିତ କୋ-ମୋରବିଡିଟିଙ୍କୁ ପ୍ରିକସନ ଡୋଜ (କୋଭାସିଲଡ଼) ଟୀକାକରଣ କରାଯିବ । ବ୍ୟବସ୍ଥିତ ସମସ୍ତ କେନ୍ଦ୍ର ଗୁଡିକରେ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି... Read More