0 Comment
ବାଲେଶ୍ୱର : ଭୋଟର ପରିଚୟପତ୍ର ସହ ଆଧାର ନମ୍ବର ସଂଯୋଗୀକରଣ ଏବଂ ଭୋଟର ତାଲିକାରେ ନାମ ପଞ୍ଜୀକରଣ ପାଇଁ ଲାଗୁ ହୋଇଥିବା ନୂତନ ବ୍ୟବସ୍ଥା ସମ୍ପର୍କିତ ଏକ ବୈଠକ ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଦତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ଦ୍ୱାରା ଜନପ୍ରତିନିଧି ଅଧିନିୟମ-୧୯୫୦/୫୧ରେ କେତେକ ସଂଶୋଧନ ସମ୍ବନ୍ଧରେ ସୂଚନା ଦିଆଯାଇଥିଲା । ଏହି... Read More