0 Comment
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ଏବେ ଏହା ଗୋପାଳପୁରଠାରୁ ଉତ୍ତର ପଶ୍ଚିମ ଦିଗରେ ୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଧୀରେ ଧୀରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବା ସହ ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅବପାତ... Read More